୨୭ ଯାଏଁ କୋଭିଡ୍ ଟେଷ୍ଟିଂ ଓ ଟିକାକରଣ ବନ୍ଦ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ବାତ୍ୟା ‘ୟାଶ୍’ ପାଇଁ ୬ ଜିଲ୍ଲାରେ ୨୭ ଯାଏଁ ବନ୍ଦ ରହିବ ଟିକାକରଣ । ମଙ୍ଗଳବାର ଠାରୁ ୨୭ ତାରିଖ ଯାଏଁ ୬ଟି ଜିଲ୍ଲାରେ କୋଭିଡ୍ ଟେଷ୍ଟିଂ ଓ ଟିକାକରଣ ବନ୍ଦ ରହିବ ।

ସେହିପରି ଡୋର୍ ଟୁ ଡୋର୍ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କାମ ବି ବନ୍ଦ ରହିବ । ଏନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, କଟକ, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ ଓ ଖୋର୍ଦ୍ଧା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’