Masthead

୨ ହଜାର ଉପରେ ସଂକ୍ରମଣ ହାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ୨ ହଜାର ଉପରେ ସଂକ୍ରମଣ ଚିହ୍ନଟ । ଗତ ୨୪ ଘଣ୍ଟାରେ ୨ ହଜାର ୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧ ଶହ ୯୨ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୮୨ ଜଣ ଅଛନ୍ତି । ଖୋର୍ଦ୍ଧାରୁ ୪୪୩, କଟକରୁ ୨୮୩, ପୁରୀ ୧୩୩, ଯାଜପୁର ୧୨୦, ବାଲେଶ୍ୱର ୧୧୫,ମୟୂରଭଞ୍ଜ ୧୧୫, ଭଦ୍ରକ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯ ।

ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୧୮ ହଜାର ୪୧ ଜଣ । ଏବେବି ସକ୍ରିୟ ଅଛନ୍ତି ୨୨ ହଜାର ୮୬୦ ଜଣ । ୬୯,୨୮୭ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୨.୯୯% ରହିଛି । ସେହିପରି ୬୫ ମୃତ୍ୟୁର ହିସାବ ଦେଇଛନ୍ତି ସରକାର । ଜୁଲାଇ ମାସର ୧୪ ଦିନରେ ୩୫ ହଜାର ୯୪୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୭୭ ମୁଣ୍ଡ ନେଲାଣି ମହାମାରୀ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ