Masthead

କୋଭିଡର ପରାଜୟ ପକ୍କା

ଭୁବନେଶ୍ୱର(ବଡ଼ ଖବର ବ୍ୟୁୁରୋ): କରୋନା ଟିକା ନେଇ ଡିସିଜିଆଇର ବଡ଼ ଘୋଷଣା ।୨ କରୋନା ଟିକାକୁ ଡିସିଜିଆଇର ଗ୍ରୀନ୍ ସିଗନାଲ । କୋଭାକ୍ସିନ୍ ଓ କୋଭିସିଲ୍ଡ ଭ୍ୟାକସିନ ଟିକାକୁ ଅନୁମୋଦନ କରାଯାଇଛି । ସାମ୍ବାଦିକ ସମ୍ମିଳନୀରେ ଏନେଇ ଡିସିଜିଆଇ ଡାକ୍ତର ଭି.ଜି ସୋମାନି ସୂଚନା ଦେଇଛନ୍ତି । ଏହି ଟୀକାକୁ ୨ଟି ଡୋଜରେ ଦିଆଯିବ । ତେବେ ଜରୁରୀକାଳୀନ ପ୍ରୟୋଗ ପାଇଁ ଟିକାକୁ ଅନୁମତି ମିଳିଛି ।

କୋଭିସିଲ୍ଡ କୁ ଜାନୁଆରୀ ୧ରେ ଅନୁମୋଦନ ମିଳିଥିବା ବେଳେ କୋଭାକ୍ସିନକୁ ଗତ କାଲି ଅନୁମୋଦନ ମିଳିଥିଲା । ଏହି ସଫଳତା ପାଇଁ ବୈଜ୍ଞାନିକ ଓ ଉଦ୍ଭାବକଙ୍କୁୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଦେବା ସହ ଭାରତକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଅଭିନନ୍ଦନ ଜଣାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼