Masthead

ଖୁବଶୀଘ୍ର ଗର୍ଭବତୀଙ୍କୁ କୋଭିଡ ଟିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : କୋଭିଡ ମୁକାବିଲା ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା । ଖୁବଶୀଘ୍ର ଗର୍ଭବତୀଙ୍କୁ ଦିଆଯିବ କୋଭିଡ ଟିକା । ୧୦ ଜିଲ୍ଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ ଅଧିକ ରହିଛି । ୩ ଜିଲ୍ଲା ବି କାଟେଗୋରୀରୁ ଏ କାଟେଗୋରିକୁ ଯିବା ଖୁସିର କଥା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ଏହାସହ ସେ କହିଛନ୍ତି, ନିୟମ ମାନିଲେ ଜୁଲାଇ ମଧ୍ୟଭାଗ ସୁଦ୍ଧା ରାଜ୍ୟରେ ସଂକ୍ରମଣ କମିବ । ଏବେ ୫୦୦ ରୋଗୀ ଭେଣ୍ଟିଲେଟରରେ ଅଛନ୍ତି ଓ ୨ ହଜାର ରୋଗୀ ଆଇସିୟୁରେ ଅଛନ୍ତି । ତେଣୁ ମୃତ୍ୟୁ ସଂଖ୍ୟା ମଧ୍ୟ ଧୀରେ ଧୀରେ କମିବା ଆଶା କରାଯାଉଛି । ସଂକ୍ରମଣ କମାଇବାକୁ ସର୍ଭେଲାନ୍ସ ଓ କଣ୍ଟାକ୍ଟ ଟ୍ରେସିଂକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଅନ୍ୟପଟେ ଟିକାର ଅଭାବ ଥିବାରୁ ଲକ୍ଷ ଅନୁଯାୟୀ ଟିକାକରଣ ହୋଇପାରୁ ନାହିଁ । ଗତକାଲି ମାତ୍ର ୪୯ ହଜାର ଲୋକଙ୍କୁ ଟିକାକରଣ ହୋଇଛି । ଟିକା ନଥିବାରୁ ୧୬ ଜିଲ୍ଲାରେ ଟିକାକରଣ କାର୍ୟ୍ୟ ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ