Masthead

କୋଭିଡ଼ ଯୋଦ୍ଧାଙ୍କ ମୃତ୍ୟୁ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ ): କେନ୍ଦୁଝରରେ କୋଭିଡ଼ ଦାୟିତ୍ଵରେ ଥିବା ଡାକ୍ତର ଆଶା ଚରଣ ମାଝିଙ୍କର ହୃଦଘାତରେ ମୃତ୍ୟୁ ହୋଇଛି । ଆଶାଙ୍କ ଘର ମୟୂରଭଞ୍ଜ ଜିଲ୍ଲାର ବହଳଦାରେ । ପ୍ରିନ୍ସ ହୋଟେଲରେ ରହୁଥିବା ବେଳେ କାଲି ସକାଳୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ଦେହ ଉଦ୍ଧାର କରି ଶବ ବ୍ୟବଚ୍ଛଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଣାଯାଇ ଥିଲା ଓ ହୃଦଘାତରେ ମୃତ୍ୟୁ ହୋଇଥିବା କଥା ସିଡ଼ିଏମଓ ଅଶୋକ କୁମାର ଦାଶ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା