Masthead

କୋଭିଡ଼ ଯୋଦ୍ଧାଙ୍କ ମୃତ୍ୟୁ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ ): କେନ୍ଦୁଝରରେ କୋଭିଡ଼ ଦାୟିତ୍ଵରେ ଥିବା ଡାକ୍ତର ଆଶା ଚରଣ ମାଝିଙ୍କର ହୃଦଘାତରେ ମୃତ୍ୟୁ ହୋଇଛି । ଆଶାଙ୍କ ଘର ମୟୂରଭଞ୍ଜ ଜିଲ୍ଲାର ବହଳଦାରେ । ପ୍ରିନ୍ସ ହୋଟେଲରେ ରହୁଥିବା ବେଳେ କାଲି ସକାଳୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ଦେହ ଉଦ୍ଧାର କରି ଶବ ବ୍ୟବଚ୍ଛଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଣାଯାଇ ଥିଲା ଓ ହୃଦଘାତରେ ମୃତ୍ୟୁ ହୋଇଥିବା କଥା ସିଡ଼ିଏମଓ ଅଶୋକ କୁମାର ଦାଶ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି