Masthead

ଠକିଦେଲେ ସରକାର !

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): କରୋନା ଯୋଦ୍ଧାଙ୍କୁ ଠକିଦେଲେ ସରକାର । ଏଭଳି ଅଭିଯୋଗ କରିଛି ଜାଗତସିଂହପୁର ଜିଲ୍ଲା ନର୍ସିଂ ଆସୋସିଏସନ । ଅଭିଯୋଗ ଅନୁଯାୟୀ କୋଭିଡ ସମୟରେ ଜିଲ୍ଲାର ବିଭିନ୍ନ କୋଭିଡ଼ କେୟାର ହୋମରେ ୯୦ଦିନ ପାଇଁ ଚୁକ୍ତିଭିତ୍ତିରେ ଏଏନଏମମାନଙ୍କୁ ନିଯୁକ୍ତି ଦିଆଯାଇଥିଲା । ମାତ୍ର ୫୦ଦିନରେ ବିନା ପାରିଶ୍ରମିକରେ ସେମାନଙ୍କୁ ଛଟେଇ କରାଯାଇଛି । ଏନେଇ ଆସୋସିଏସନ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକତ୍ସାଧୀକାରୀଙ୍କୁ ଦାବିପତ୍ର ଦେବା ସହ ପୁନଃ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ