Masthead

ଠକିଦେଲେ ସରକାର !

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): କରୋନା ଯୋଦ୍ଧାଙ୍କୁ ଠକିଦେଲେ ସରକାର । ଏଭଳି ଅଭିଯୋଗ କରିଛି ଜାଗତସିଂହପୁର ଜିଲ୍ଲା ନର୍ସିଂ ଆସୋସିଏସନ । ଅଭିଯୋଗ ଅନୁଯାୟୀ କୋଭିଡ ସମୟରେ ଜିଲ୍ଲାର ବିଭିନ୍ନ କୋଭିଡ଼ କେୟାର ହୋମରେ ୯୦ଦିନ ପାଇଁ ଚୁକ୍ତିଭିତ୍ତିରେ ଏଏନଏମମାନଙ୍କୁ ନିଯୁକ୍ତି ଦିଆଯାଇଥିଲା । ମାତ୍ର ୫୦ଦିନରେ ବିନା ପାରିଶ୍ରମିକରେ ସେମାନଙ୍କୁ ଛଟେଇ କରାଯାଇଛି । ଏନେଇ ଆସୋସିଏସନ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକତ୍ସାଧୀକାରୀଙ୍କୁ ଦାବିପତ୍ର ଦେବା ସହ ପୁନଃ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ