Masthead

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା କମିଛି , ମୃତକଙ୍କ ସଂଖ୍ୟା ୧୭

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ରାଜ୍ୟରେ ଆଜି ପୁଣି ୨୬୯୭ ନୂଆ ପଜେଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୭୬ଜଣ କ୍ୱାରେଣ୍ଟାଇନରୁ ଥିବା ବେଳେ ୧୧୨୧ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଆଜି ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ୪୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୨୩୪ଜଣ ଅକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧୦୭, ବାଲେଶ୍ୱରରୁ ୧୧୫, ବରଗଡ଼ରୁ ୮୬, ଭଦ୍ରକରୁ ୬୬, ବଲାଙ୍ଗୀରରୁ ୬୨, ବୌଦ୍ଧରୁ ୩୧, ଦେବଗଡ଼ ୧୫, ଢେଙ୍କାନାଳ ୪୫, ଗଜପତି ୮, ଗଞ୍ଜାମ ୪୫, ଜଗତସିଂହପୁର ୬୫, ଯାଜପୁର ୧୧୮, ଝାରସୁଗୁଡ଼ା ୭୭, କଳାହାଣ୍ଡି ୪୫, କନ୍ଧମାଳ ୩୪, କେନ୍ଦ୍ରାପଡ଼ା ୬୯ , କେନ୍ଦୁଝର ୭୫, କୋରାପୁଟ ୪୫, ମାଲକାନଗିରି ୪୦, ମୟୂରଭଞ୍ଜ ୧୩୪, ନବରଙ୍ଗପୁର ୫୧ , ନୟାଗଡ଼ ୩୮, ନୁଆପଡ଼ା ୧୫୩, ପୁରୀ ୬୪, ରାୟଗଡ଼ା ୩, ସମ୍ବଲପୁର ୧୦୭, ସୋନପୁର ୬୯, ସୁନ୍ଦରଗଡରୁ ୧୨୦ ଓ ଷ୍ଟେଟ୍ ପୁଲରୁ୧୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା କମୁନଥିବାରୁ ସରକାରଙ୍କ ଚିନ୍ତା ବଢିଯାଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨,୪୬,୮୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨,୧୬,୯୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତାମାନ ସୁଦ୍ଧା ୨୮୮୧୧ଜଣ ଚିକିତ୍ସାଧୀନ ଅଛନ୍ତି । କରୋନା କାରଣରୁ ଆଜି ପୁଣି ୧୭ ଜଣଙ୍କ ପ୍ରାଣ ଯାଇଛି ।ଏହାକୁ ମିଶାଇ ରଜ୍ୟରେ ୯୬୪ଜଣଙ୍କ ଜୀବନ ନେଲାଣି ମହାମରୀ କରୋନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ