Masthead

ପୁଣି କଡାକଡି ହେବ କୋଭିଡ ନିୟମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡିଶାରେ ପୁଣି କଡାକଡି ହେବ କୋଭିଡ ନିୟମ । ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଲେ ସ୍ୱାସ୍ଥ୍ୟ ବିଭାଗ । ମହାରାଷ୍ଟ୍ରରେ କୋଭିଡ ସଂକ୍ରମଣ ବଢିବା ପରେ ଲକଡାଉନ କରାଯାଇଛି । ଏହାକୁ କେନ୍ଦ୍ର କରି ଓଡିଶାରେ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ସବୁ ଜିଲ୍ଲାପାଳ, ମହାନଗରେ ନିଗମ ଓ ପୋଲିସ ବିଭାଗକୁ ଚିଠି ଲେଖି ସତର୍କ କରାଇଛନ୍ତି ।

ସଂକ୍ରମିତଙ୍କ ସଂଖ୍ୟା ଯେପରି ବୃଦ୍ଧି ନ ଘଟେ , ଗାଇଡ଼ଲାଇନ ଅନୁଯାୟୀ ନମୁନା ପରୀକ୍ଷା ଜାରୀ ରହିବ । କୋଭିଡ ନିୟମ କଡାକଡି ଭାବେ ପାଳନ କରିବା ଏବଂ ନିୟମ ଅନୁସାରେ ଯଥେଷ୍ଟ କରୋନା ଟେଷ୍ଟିଂ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ମାର୍କେଟ, ଧର୍ମାନୁଷ୍ଠାନରେ ଭିଡ କମାଇବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ