Masthead

ହେଉଥିଲା ଗୋ ଚାଲାଣ, ଗାଡିରେ ନିଆଁ ଲଗାଇଲେ ଲୋକେ

ସୋରୋ (ବଡ଼ ଖବର ବ୍ୟୁରୋ): ବୋଲେରୋ ଭିତରେ ଗୋ ଚାଲାଣ ବେଳେ ନିଆଁ ଲଗାଇଦେଲେ ଗାଁ ଲୋକେ । ବାଲେଶ୍ୱର ଜିଲ୍ଲା ସୋର ଥାନା କେଦାରପୁର ପଞ୍ଚାୟତ ଘାସୁଆ ଗାଁରେ ବୋଲେରୋ ଜାଳିଦେଲେ ଲୋକେ । ଆଜି ଭୋର ସମୟରେ ଗୋମାଫିଆ ମାନେ ବୋଲେରୋରେ ଗୋ ଚାଲାଣ କରୁଥିଲେ ।

ତେଣୁ ଗାଁ ଲୋକେ ଗୋ ମାତାଙ୍କୁ ବାହାର କରିଦେଇ ଗାଡିଟିକୁ ନିଆଁ ଲଗାଇଦେଇଛନ୍ତି । ତେବେ ଗୋ ମାଫିଆ ମାନେ ଅତି ନିର୍ମମ ଭାବେ ଗୋରୁ ମାନଙ୍କୁ ନେଉଥିଲେ । ତେଣୁ ଗାଁ ଲୋକଙ୍କ ସହିତ ଝଗଡା ହେବା ପରେ ଗୋ ମାଫିଆ ଛତ୍ରଭଙ୍ଗ ଦେଇ ଫେରାର ହୋଇଯାଇଥିଲେ । ପରେ ସ୍ଥାନୀୟଲୋକେ ଉତ୍ୟକ୍ତ ହୋଇ ଗାଡିଟିକୁ ପୋଡି ଦେଇଥିଲେ । ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ