Masthead

CP SEEDS ତରଫରୁ ଅନାଥ ଆଶ୍ରମ ଛାତ୍ରଛାତ୍ରୀଙ୍କୁ ସହାୟତାର ହାତ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ସରଗୁଲି ଠାରେ ଅନାଥ ଆଶ୍ରମ ଅବସ୍ଥିତ । ଏହି ଆଶ୍ରମ ୨୦ ବର୍ଷରୁ ଉର୍ଦ୍ଧ୍ବ ଦିନରୁ ଚାଲି ଆସୁଛି । ଏହି ଅନାଥ ଆଶ୍ରମ ଅନେକ ଛାତ୍ର ଛାତ୍ରୀ ଉପକୃତ ହେଉଥିବା ବେଳେ ସଦେୟ ବ୍ୟକ୍ତିଙ୍କର ମଧ୍ୟ ସହାୟକ ହେବ । CP SEED କମ୍ପାନୀ ତରଫରୁ ସହାୟତାର ହାତ ବଢାଇଛନ୍ତି କମ୍ପାନୀର ଉପ ସଭାପତି- ଚରଦତେ ସାମସଂଗ, ଜିଏମ-ମହେଶ୍ୱର ରେଡ୍ଡୀ ଓ ସହଯୋଗୀ ।  କୋମ୍ପାନି ତରଫରୁ ୪୦ ଗୋଟି ଖଟ, ୪୦ ଗୋଟି କମଳ ଓ ୪୦ ଗୋଟି ତକିଆ ପ୍ରଦାନ କରି ପ୍ରଶଂସା ପାଇଛନ୍ତି । ଏବଂ ଛାତ୍ରଛାତ୍ରୀଙ୍କ ମୁହଁରେ ହସ ଫୁଟାଇବା ସହତ ତାଙ୍କ ଦୈନନ୍ଦିନ ଜୀବନରେ ଦେଶ ଉପକୃତ ହୋଇପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ