Masthead

ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ଗୁଣୁପୁର, (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଦ୍ୟୁତ ଦର ବୃଦ୍ଧିର ପ୍ରତିବାଦ କରି ଆଜି ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଲକ ସିପିଆଇ (ଏମ୍ ଏଲ୍) ପକ୍ଷରୁ ପୁରୁଣା ଗୁଣୁପୁର ବସଷ୍ଟାଣ୍ଡଠାରେ ବିକ୍ଷୋଭ ପ୍ରଦର୍ଶନ ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲ୍ଲା ସଭାପତି ତ୍ରିପତି ଗମାଙ୍ଗଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ବିଦ୍ୟୁତ ଦର ବୃଦ୍ଧିକୁ ଘୋର ନିନ୍ଦା କରାଯାଇଛି। ସରକାର ଏ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ ନ କଲେ ଆଗାମୀ ଦିନରେ ଜନଆନ୍ଦୋଳନ ସୃଷ୍ଟି ହେବ ବୋଲି ଚେତାବନୀ ଦିଆଯାଇଛି। ବିଦ୍ୟୁତ ବିଲ ବଢ଼ିବା ଫଳରେ ଗରିବ ଖଟିଖିଆ ଲୋକେ ବହୁତ ଅସୁବିଧାର ସମ୍ମୁଖୀନ ହେବ ବୋଲି ଏହି ଅବସରରେ ଗମାଙ୍ଗ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା