Masthead

ଦୁର୍ଦ୍ଦିନରେ କାରିଗର

ଭୁବନ (ବଡ଼ ଖବର ବ୍ୟୁରୋ): ଦୁର୍ଦ୍ଦିନରେ ମୂର୍ତ୍ତୀ କାରିଗର । ଆରମ୍ଭ ହେଲାଣି ପାର୍ବଣ ଋତୁ । କରୋନା କାରଣରୁ ଖୁଦୁରୁକୁଣୀ ଓଷାରେ ଝିଅଙ୍କର କମୁଛି ଆଗ୍ରହ । ଆଉ ଦୁଇଦିନ ପରେ ଖୁଦୁରୁକୁଣି ଓଷା। ଏଥିପାଇଁ ମୂର୍ତ୍ତୀ କାରିଗରମାନେ ତିଆରି କରିଛନ୍ତି ପ୍ରତିମା ମୂର୍ତ୍ତୀ ଓ ବିଭିନ୍ନ ରଙ୍ଗର ଜରିଆନ ମେଢ ଏବଂ ଅଳଙ୍କାର।

କିନ୍ତୁ କୋରୋନା କାରଣରୁ ବ୍ୟବସାୟ ଠପ ପଡିଛି। ଏପଟେ କରୋନା କାରଣରୁ ମଧ୍ୟ କୁମାରୀ ଝିଅ ମାନଙ୍କର ଖୁଦୁରୁକୁଣୀ ଓଷା ପ୍ରତି ଆଗ୍ରହ କମିଛି। କେବଳ ବିଧିରକ୍ଷା କରି ପୂଜାକରାଯିବ ବୋଲି ଝିଅମାନେ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା