Masthead

ଟ୍ରାଫିକ ପୋଷ୍ଟ ଉପରେ ମାଡ଼ିଗଲା କ୍ରେନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟ୍ରାଫିକ ପୋଷ୍ଟ ଉପରେ ମାଡିଗଲା କ୍ରେନ । ରାଜଧାନୀ ଭୁବନେଶ୍ୱର ଶିଶୁଭବନ ଛକରେ ଘଟିଛି ଏଭଳି ଅଘଟଣ । ଅଳ୍ପକେ ବର୍ତ୍ତିଲେ ପୋଲିସ କନେଷ୍ଟବଳ ବିଜୟ କୁମାର ସାହୁ । ଭାରସାମ୍ୟ ହରାଇ କ୍ରେନଟି ଟ୍ରାଫିକ ପୋଷ୍ଟ ଉପରେ ମାଡି ଯାଇଥିବା ସୂଚନା ମିଳୁଛି । ଟ୍ରାଫିକ ପୋଷ୍ଟଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ଯାଇଛି । କିଛି ସମୟ ରାସ୍ତା ଜାମ ମଧ୍ୟ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି