Masthead

୫ଲକ୍ଷ ଟଙ୍କାର ବାଣ ଜବତ,୨ ଅଟକ

ହିଞ୍ଜିଳିକାଟୁ(ବଡ ଖବର ବ୍ୟୁରୋ): ବାଣଦେକାନରେ ଚଢାଉ କରି ୫ ଲକ୍ଷ ଟଙ୍କାର ବାଣ ଜବତ । ହିଞ୍ଜିଳି ଥାନା ଅଧୀନ ବେଲଗାଁ ବଜାର, କାଟୁ ଲକ୍ଷ୍ମୀ ବଜାର ଅଞ୍ଚଳରେ ବିଭିନ୍ନ ବିକ୍ରି ବିକ୍ରି ସମୟରେ ପୋଲିସର ଚଢାଉ । ପ୍ରାୟ ୫ଲକ୍ଷ ଟଙ୍କାର ବାଣ ଜବତ କରିବା ସହ ଦୁଇଟି ମାମଲା ରୁଜୁ କରି ୨ଜଣକୁ ଅଟକ ରଖିଛି ପୋଲିସ । ଚଳିତବର୍ଷ କରୋନା ଯୋଗୁଁ ବାଣ ବିକ୍ରି ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । ଏହାକୁ ଅବମାନନା କଲେ ଦୋଷୀ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଚଢାଉ ସମୟରେ ଏସଆଇଙ୍କ ସମେତ ବହୁ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା