Masthead

୫ଲକ୍ଷ ଟଙ୍କାର ବାଣ ଜବତ,୨ ଅଟକ

ହିଞ୍ଜିଳିକାଟୁ(ବଡ ଖବର ବ୍ୟୁରୋ): ବାଣଦେକାନରେ ଚଢାଉ କରି ୫ ଲକ୍ଷ ଟଙ୍କାର ବାଣ ଜବତ । ହିଞ୍ଜିଳି ଥାନା ଅଧୀନ ବେଲଗାଁ ବଜାର, କାଟୁ ଲକ୍ଷ୍ମୀ ବଜାର ଅଞ୍ଚଳରେ ବିଭିନ୍ନ ବିକ୍ରି ବିକ୍ରି ସମୟରେ ପୋଲିସର ଚଢାଉ । ପ୍ରାୟ ୫ଲକ୍ଷ ଟଙ୍କାର ବାଣ ଜବତ କରିବା ସହ ଦୁଇଟି ମାମଲା ରୁଜୁ କରି ୨ଜଣକୁ ଅଟକ ରଖିଛି ପୋଲିସ । ଚଳିତବର୍ଷ କରୋନା ଯୋଗୁଁ ବାଣ ବିକ୍ରି ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । ଏହାକୁ ଅବମାନନା କଲେ ଦୋଷୀ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଚଢାଉ ସମୟରେ ଏସଆଇଙ୍କ ସମେତ ବହୁ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା