କ୍ରେନ ଖସି ୧୬ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ରର ଥାନେ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ବ୍ରିଜ୍‌ ନିର୍ମାଣ ସମୟରେ ଗାର୍ଡର ଲଞ୍ଚିଂ ମେସିନ ଖସି ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅନେକ ଆହତ ହୋଇଛନ୍ତି। ସାହାପୁରରେ ହାଇୱେ କାମ ଚାଲିଥିଲାବେଳେ ଖସି ପଡ଼ିଲା ମେସିନ । ମେସିନ ତଳେ ଆଉ କିଛି ଲୋକ ଫସି ରହିଥିବା ସନ୍ଦେହ । ଉଦ୍ଧାର କାର୍ଯ୍ୟରେ ସାମିଲ ହେଲା ଏନ୍‌ଡିଆରଏଫ୍‌ ।

ସୂଚନା ଅନୁଯାୟୀ, ଥାନେର ଶାହପୁର ନିକଟରେ ସମୃଦ୍ଧି ଏକ୍ସପ୍ରେସ ରାଜପଥର ତୃତୀୟ ପର୍ଯ୍ୟାୟ ନିର୍ମାଣରେ ଏହି ମେସିନ ବ୍ୟବହାର କରାଯାଉଥିଲା। ଅନେକ ଲୋକ ଏବେବି ପଥର ତଳେ ପୋତି ହୋଇଯାଇଥିବା ଆଶଙ୍କା କରାଯାଉଛି। ଏନଡିଆରଏଫର ଦୁଇଟି ଟିମ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ କରୁଛନ୍ତି। ସୁରକ୍ଷା ବ୍ୟବସ୍ଥା ଅଭାବରୁ ଏଠାରେ ଶ୍ରମିକମାନେ ପ୍ରାଣ ହରାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ