Masthead

ଅଲିମ୍ପିକରେ ଅନ୍ତର୍ଭୂକ୍ତ ହେବ କ୍ରିକେଟ୍

(ବଡ଼ ଖବର ବ୍ୟରୋ): ଅଲିମ୍ପିକ୍ ଗେମରେ କ୍ରିକେଟ ଅନ୍ତର୍ଭୁକ୍ତ କରିବା ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପ୍ରସ୍ତୁତ ହେଉଛି । ଯଦି ସବୁ ଠିକ ହୁଏ ତେବେ ୨୦୨୮ ମସିହାରେ ଲସ୍ ଆଞ୍ଜେଲସ୍ ଏବଂ ପରବର୍ତ୍ତୀ ଅଲିମ୍ପିକ୍ ଗେମ୍ରେ କ୍ରିକେଟ ମଧ୍ୟ ରହିବ ।

ଆଇସିସି ନିଜେ ଏ ବିଷୟରେ ସୂଚନା ଦେଇଛି । ଏଥିପାଇଁ ଏକ ଟିମ ଗଠନ ହୋଇଛି । ଲସ୍ ୨୦୨୮ରେ ଆଞ୍ଜେଲସ୍, ବିସବେନ୍ ୨୦୩୨ରେ ଅଲିମ୍ପିକ ଗେମରେ କ୍ରିକେଟ୍ ଅନ୍ତର୍ଭୂକ୍ତ କରିବାକୁ ଚେଷ୍ଟା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ