Masthead

ପରଲୋକରେ କ୍ରିକେଟର ସଲିମ ଦୁରାନି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ସଲିମ ଦୁରାନିଙ୍କ ପରଲୋକ । ୮୮ ବର୍ଷ ବୟସରେ ସଲିମଙ୍କ ପରଲୋକ ହୋଇଛି । କ୍ୟାନ୍ସରରେ ପୀଡିତ ହୋଇ ଦୀର୍ଘ ଦିନ ହେବ ଚିକିତ୍ସାଧିନ ହେଉଥିଲେ । ଗୁଜୁରାଟ ଜାମନଗରରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ସଲିମ ଦୁରାନି । କ୍ରିକେଟରେ ତାଙ୍କର ପ୍ରଦର୍ଶନ ପାଇଁ ତାଙ୍କୁ ଅର୍ଜୁନ ପୁରସ୍କାରରେ ସମ୍ମାନୀତ କରାଯାଇଛି ।

କ୍ରିକେଟର ଦୁରାନି କ୍ରିକେଟ ଜଗତରେ ୬୦-୭୦ ଦଶକରେ ନିଜର ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ୧୯୬୦ରେ ଅଷ୍ଟ୍ରେଲିଆରେ ସେ ପ୍ରଥମ ଥର ପାଇଁ ମୁମ୍ବାଇ ଟେଷ୍ଟରେ ନିଜର ଡେବ୍ୟୁ ଦେଇଥିଲେ । ତାଙ୍କର ବୋଲିଂ ସମସ୍ତଙ୍କୁ ଚକିତ କରୁଥିଲା । ସ୍ପିନ୍ ଅଲରାଉଣ୍ଡର ସଲୀମ ଦୁରାନିଙ୍କ ଜନ୍ମ ୧୯୩୪ ଡିସେମ୍ବର ୧୧ ତାରିଖରେ ଆଫଗାନିସ୍ତାନ କାବୁଲରେ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ