Masthead

ବଡ଼ ଧରଣର ଡକାୟତି ଉଦ୍ୟମ ପଣ୍ଡ

ଚାରିଛକ(ବଡ଼ ଖବର ବ୍ୟୁରୋ): ବୌଦ୍ଧ ଜିଲ୍ଲା ପୁରୁଣା କଟକ ପୋଲିସର ବଡ଼ ସଫଳତା । ପଣ୍ଡ ହେଲା ବଡ଼ ଧରଣର ଡକାୟତି ଉଦ୍ୟମ । ନୟାଗଡ଼ ଜିଲ୍ଲା ଶରଣକୂଳ ଶଙ୍କର ଗ୍ୟାଙ୍ଗର ୮ଜଣ ଡକାୟତଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିଭକଟରୁ ଗୋଟିଏ ପିସ୍ତଲ, ଦୁଇଟି ଖଣ୍ଡା ସହ ମୁଖା ଜବତ କରାଯାଇଛି । ବାହାଘରକୁ ଯାଉଥିବା କହି ଭୁବନେଶ୍ୱର ମିଶ୍ର ଟ୍ରାଭେଲ୍ସରୁ ଗାଡ଼ି ଆଣି ଡକାୟତ କରିବାର ଯୋଜନା କରିଥିଲେ । ତେବେ କୌଣସି ବିଶେଷ ସୂତ୍ରରୁ ପୋଲିସ କବର ପାଇବା ପରେ ଚଢ଼ାଉ କରି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ଧରା ହୋଇଥିବା ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ଅନେକ ଅପରାଧୀକ ମାମଲା ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ