Masthead

ବଡ଼ ଧରଣର ଡକାୟତି ଉଦ୍ୟମ ପଣ୍ଡ

ଚାରିଛକ(ବଡ଼ ଖବର ବ୍ୟୁରୋ): ବୌଦ୍ଧ ଜିଲ୍ଲା ପୁରୁଣା କଟକ ପୋଲିସର ବଡ଼ ସଫଳତା । ପଣ୍ଡ ହେଲା ବଡ଼ ଧରଣର ଡକାୟତି ଉଦ୍ୟମ । ନୟାଗଡ଼ ଜିଲ୍ଲା ଶରଣକୂଳ ଶଙ୍କର ଗ୍ୟାଙ୍ଗର ୮ଜଣ ଡକାୟତଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିଭକଟରୁ ଗୋଟିଏ ପିସ୍ତଲ, ଦୁଇଟି ଖଣ୍ଡା ସହ ମୁଖା ଜବତ କରାଯାଇଛି । ବାହାଘରକୁ ଯାଉଥିବା କହି ଭୁବନେଶ୍ୱର ମିଶ୍ର ଟ୍ରାଭେଲ୍ସରୁ ଗାଡ଼ି ଆଣି ଡକାୟତ କରିବାର ଯୋଜନା କରିଥିଲେ । ତେବେ କୌଣସି ବିଶେଷ ସୂତ୍ରରୁ ପୋଲିସ କବର ପାଇବା ପରେ ଚଢ଼ାଉ କରି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ଧରା ହୋଇଥିବା ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ଅନେକ ଅପରାଧୀକ ମାମଲା ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ