Masthead

କ୍ରାଇମବ୍ରାଞ୍ଚ ଅଧିକାରୀ ଷଡ଼ଯନ୍ତ୍ରକାରୀଙ୍କୁ ସୁରକ୍ଷା ଦେଉଛନ୍ତି: ପ୍ରଦୀପ ପୁରୋହିତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ନବ ଦାସଙ୍କ ହତ୍ୟାକାଣ୍ଡର ତଦନ୍ତକୁ ନେଇ ପୁଣି ଥରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପ୍ରଦୀପ ପୁରୋହିତ । ହତ୍ୟା ପଛରେ ରହିଛି ବଡ଼ ରହସ୍ୟ । ମୁଁ ଆଗରୁ ବି କହିଛି ନବୀନଙ୍କ ଆଵର୍ତମାନ ରେ ଯେଉଁମାନେ କ୍ଷମତାରେ ରହିବାକୁ ଚାହୁଁଛନ୍ତି ସେମାନେ ଏହି ହତ୍ୟା କରିଛନ୍ତି । ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଅଧିକାରୀ ହତ୍ୟା ପଛର ଷଡ଼ଯନ୍ତ୍ରକାରୀଙ୍କୁ ସୁରକ୍ଷା ଦେଉଛନ୍ତି ।

ଗୋପାଳକୁ ଗାନ୍ଧି ନଗରରୁ ଅଣାଯିବା ବେଳେ ପିନ୍ଧା ଯାଇଥିବା ଟି-ସାର୍ଟକୁ ନେଇ ବି ପ୍ରଶ୍ନ ଉଠାଇଲେ ପ୍ରଦୀପ । କାହିଁକି ଗୋପାଳକୁ କ୍ରାଇମବ୍ରାଞ୍ଚ ଏପରି ଟି-ସାର୍ଟ ପିନ୍ଧାଇଲା । ମୋଟିଭ କୁ ଖୁଲାସା ନକରି ଏଭଳି ଟି ସାର୍ଟ ପିନ୍ଧାଇ କ୍ରାଇମବ୍ରାଞ୍ଚ କି ବାର୍ତ୍ତା ଦେବାକୁ ଚାହୁଁଛି ବୋଲି ପ୍ରଶ୍ନ କଲେ ପ୍ରଦୀପ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା