Masthead

ବ୍ରହ୍ମପୁରରୁ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରରୁ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍। ଗୋପାଳଙ୍କ ପରିବାର ଲୋକଙ୍କ ସହ ପଡୋଶୀଙ୍କୁପଚରାଉଚରା କରିଛି ଟିମ୍ । କିଛି ଗୁରୁତ୍ୱପୁର୍ଣ୍ଣ ତଥ୍ୟ ହାସଲ କରିଥିବା କହିଛନ୍ତି କ୍ରାଇମବ୍ରାଞ୍ଚ ଡିଏସପି ଶିଶିର ମିଶ୍ର । ଆବଶ୍ୟକ ପଡ଼ିଲେ ପୁଣି ବ୍ରହ୍ମପୁର ଯାଇ ପଚରାଉଚରା କରିବ ବୋଲି ସେ କହିଛନ୍ତି ।ସୂଚନା ଅନୁସାରେ ଗୋପାଳ ଦାସଙ୍କ ପରିବାରକୁ ପଚରାଉଚୁରା କରିବାକୁ କ୍ରାଇମବ୍ରାଞ୍ଚ ଟିମ୍ ବ୍ରହ୍ମପୁର ଯାଇଥିଲେ । ସେଠାରେ ୫ ଦିନଧରି ତଦନ୍ତ କରିଥିଲେ । ସେଠାରେ ଗୋପାଳଙ୍କ ପରିବାର ସଦସ୍ୟଙ୍କୁ ବିଭିନ୍ନ ପ୍ରଶ୍ନ ପଚରାଥିଲା । ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟଗୁଡିକୁ ମଧ୍ୟ ଯାଞ୍ଚ କରାଯାଇଛି । ତେବେ ଯାଞ୍ଚ ଓ ପଚରାଉଚୁରା ସମୟରେ କ’ଣ ତଥ୍ୟ ମିଳିଛି ସେନେଇ କିଛି କୁହାଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା