Masthead

ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ସାମ୍ନାକୁ ଆସିଲା ଏଫ୍ ଏମ୍ ଛାତ୍ରୀ ଆତ୍ମହତ୍ୟା ଘଟଣାର ବଡ଼ ପ୍ରମାଣ । ବହୁ ତନାଘନା ପରେ କ୍ରାଇମବ୍ରାଞ୍ଚ ହତାରେ ଲାଗିଛି ପେଟ୍ରୋଲ ସୁରାଗ । ଘଟଣା ଦିନ ବାଲେଶ୍ୱର ତାରିଣୀ ପେଟ୍ରୋଲ ପମ୍ପରେ ଜଣେ ଯୁବତୀକୁ ଦେଇଥିଲେ ପେଟ୍ରୋଲ । ଯୁବତୀ ଜଣକ ବ୍ୟାଟାରୀ ଚାଳିତ ସ୍କୁଟିରେ ଯାଇ ପ୍ଲାଷ୍ଟିକ ବୋତଲରେ ଆଣିଥିଲେ ପେଟ୍ରୋଲ ।

ତେବେ କିଏ ସେହି ଯୁବତୀ ପେଟ୍ରୋଲ ପମ୍ପରୁ ସେଦିନ ପେଟ୍ରୋଲ ଆଣିଥିଲା ଯାହା ସ୍ପଷ୍ଟ କରିନାହିଁ କ୍ରାଇମବ୍ରାଞ୍ଚା ସେପଟେ ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ ଟିମ୍ । କଲେଜ ନିକଟ ତାରିଣୀ ପେଟ୍ରୋଲ ପମ୍ପରେ ଆଜି ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚ ଟିମ ଯାଞ୍ଚ କରିଛି । ଆଜି କ୍ରାଇମବ୍ରାଞ୍ଚ ଟିମ୍ ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ସିସିଟିଭି କ୍ୟାମେରାର ହାର୍ଡଡିସ୍କକୁ ଜବତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ସାରା ରାଜ୍ୟରେ ପାଳନ ହେଉଛି ଇଦ୍ 🔴 ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ସାରା ରାଜ୍ୟରେ ପାଳନ ହେଉଛି ଇଦ୍ 🔴 ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ