Masthead

ପୁତୁରା ଶାବଳ ମାଡ଼ରେ ଟଳିପଡ଼ିଲେ ବଡ଼ବାପା-ମା

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ସଂପର୍କରେ ଲାଗିଲା ରକ୍ତର ଛିଟା । ଘରୋଇ କଳି ପାଇଁ ଗଲା ଦୁଇ ଦୁଇଟା ଜୀବନ । ପୁତୁରାର ଆକ୍ରମଣରେ ଚାଲିଗଲା ବଡ଼ ବାପା ଓ ବଡ଼ ମାଙ୍କ ଜୀବନ । ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଦେଉରାଡ଼ିହି ଗାଁରେ । ଦେଉରାଡ଼ିହି ଗାଁର ଦୁଇ ଭାଇ ଯୋଗେନ୍ଦ୍ର ହାଁସଦା ଓ ସୁରାଇ ହାଁସଦା ।

ପାଣି ପମ୍ପ ବିକ୍ରି ପାଇଁ ଉଭୟଙ୍କ ମଧ୍ୟରେ ଝଗଡ଼ା ଲାଗିଥିଲା । ସୁରାଇଁ ହାଁସଦାଙ୍କ ପୁଅ ମାଝୀ ହାଁସଦା ଉତକ୍ଷିପ୍ତ ହୋଇ ନିଜ ବଡ଼ବାପା ଓ ବଡ଼ ମାଙ୍କୁ ଶାବଳରେ ଆକ୍ରମଣ କରିଥିଲେ । ଘଟଣାସ୍ଥଲରେ ଉଭୟଙ୍କ ମୃତ୍ୟୁ ଘଟିଥିବା ବେଳେ ଅଭିଯୁକ୍ତ ସୁରାଇଁ ପୋଲିସ ପାଖରେ ଆତ୍ମସମର୍ପଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି