Masthead

ରାଜ୍ୟରେ ବଢିଛି ଅପରାଧିକ କାର୍ଯ୍ୟକଳାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢିଛି ଅପରାଧିକ କାର୍ଯ୍ୟକଳାପ । ଗୃହରେ ତଥ୍ୟ ରଖିଲେ ମୋହନ ମାଝୀ । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ସବିଶେଷ ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ୨୦୨୩ ମସିହାରେ ସର୍ବମୋଟ ୧୯୯୯୫୪ ଗୋଟି ଧର୍ଭବ୍ୟ ଅପରାଧ ପଞ୍ଜିକୃତ ହୋଇଥିବା ସ୍ଥଳେ ୨୦୨୪ ମସିହାରେ ୨୧୪୧୧୩ ଗୋଟି ଧର୍ଭବ୍ୟ ଅପରାଧ ପଞ୍ଜିକୃତ ହୋଇଅଛି । ଏଥୁରୁ ପରିଲକ୍ଷିତ ହେଉଅଛି ଯେ ୨୦୨୩ ମସିହା ତୁଳନାରେ ୨୦୨୪ ମସିହାରେ ପଞ୍ଜିକୃତ ଅପରାଧରେ ବୃଦ୍ଧି ଘଟିଛି ।

2023        2024

ଚୋରି    16851      17805

ଦୁର୍ଘଟଣା 11992      12375

ଧର୍ଷଣ     2826       305

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ