Masthead

ଅପରାଧୀ ଯେତେ ଶକ୍ତିଶାଳୀ ହେଲେ ବି ସଜା ହେବା ଦରକାର: କେଜ୍ରିୱାଲ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ୭ ଦିନରେ ପହଞ୍ଚିଛି କୁସ୍ତିଯୋଦ୍ଧାଙ୍କ ଧାରଣା । ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗରେ କୁସ୍ତିଯୋଦ୍ଧାମାନେ ଦିଲ୍ଲୀର ଜନ୍ତର-ମନ୍ତରରେ ଧାରଣା ଦେଇଛନ୍ତି । ଖେଳାଳିଙ୍କ ପ୍ରତି ଦେଶର ଅନ୍ତର୍ଜାତୀୟ କୁସ୍ତି ଖେଳାଳିଙ୍କ ସମର୍ଥନ ବୃଦ୍ଧି ପାଇବାରେ ଲାଗିଛି । ନୀରଜ ଚୋପ୍ରା, ପୂର୍ବତନ କ୍ରିକେଟର କପିଳ ଦେବଙ୍କ ସହ ଅନେକ କ୍ରୀଡ଼ାବିତ ଧାରଣାରତ କୁସ୍ତି ଖେଳାଳିଙ୍କ ପ୍ରତି ସମର୍ଥନ ବ୍ୟକ୍ତ କରିଛନ୍ତି । ଏହାରି ମଧ୍ୟରେ ବିଭିନ୍ନ ରାଜନୈତିକ ଦଳର ନେତା ଓ ବିଶିଷ୍ଟ ବ୍ୟକ୍ତିମାନେ ଆନ୍ଦୋଳନରତ କୁସ୍ତିଯୋଦ୍ଧାଙ୍କୁ ଭେଟିବା ସହିତ ସମର୍ଥନ ମଧ୍ୟ କରୁଛନ୍ତି ।

ଶନିବାର ସକାଳେ ପ୍ରିୟଙ୍କା ଗାନ୍ଧି କୁସ୍ତିଯୋଦ୍ଧାମାନଙ୍କୁ ଭେଟିବା ସହ ତାଙ୍କ ସହିତ ଆଲୋଚନା କରିଥିଲେ । ଅପରାହ୍ନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କୁସ୍ତିଯୋଦ୍ଧାଙ୍କୁ ଭେଟିଥିଲେ। ସେ ମଧ୍ୟ ଖେଳାଳିଙ୍କୁ ପୂର୍ଣ୍ଣ ସମର୍ଥନ ଦେଇଛନ୍ତି । ସେ କହିଛନ୍ତି ଯେ, ଦେଶର ନାଁ ଉଜ୍ଜ୍ୱଳ କରିଥିବା କୁସ୍ତିଯୋଦ୍ଧାମାନେ ସମସ୍ୟାରେ ରହିଛନ୍ତି । ପୂରା ଦେଶରେ ନାଁ କୁ ଉଜ୍ଜଳ କରୁଥିବା ସବୁ ମହିଳା ଆମ ଝିଅ । ଏମାନଙ୍କୁ ନ୍ୟାୟ ମିଳିବା ଦରକାର । ଅପରାଧୀ ଯେତେ ବି ଶକ୍ତିଶାଳୀ ହୋଇଥାଉ ନା କାହିଁକି ତାକୁ କଠିନରୁ କଠିନ ସଜା ହେବା ଦରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ