Masthead

ଯୁବକଙ୍କୁ ଟାଣିନେଲା କୁମ୍ଭୀର

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ପୁଣି ଯୁବକଙ୍କୁ ଟାଣିନେଲା କୁମ୍ଭୀର । ବ୍ରାହ୍ମଣୀ ନଦୀକୁ ଯୁବକଙ୍କୁ କୁମ୍ଭୀର ଟାଣି ନେଇଛି । ମଇଁଷି ଚରାଉଥିବା ବେଳେ ରାଜପୁର ଗାଁର ଅଭୟ ରାଉତଙ୍କୁ ଟାଣି ନେଇଛି କୁମ୍ଭୀର । ୨ ମାସ ମଧ୍ୟରେ ୪ଜଣଙ୍କୁ କୁମ୍ଭୀର ଟାଣି ନେଲାଣି । ଘଟଣାସ୍ଥଳରେ ଗ୍ରାମବାସୀଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବାରମ୍ବାର ଏଭଳି ଘଟଣା ଘଟୁଥିଲେ ମଧ୍ୟ ବନବିଭାଗ ପକ୍ଷରୁ କୌଣସି କାର୍ୟ୍ୟାନୁଷ୍ଠାନ ନିଆଯାଉନଥିବା ଲୋକେ ଅଭିଯୋଗ କରିଛନ୍ତି । ଫଳରେ ନଈକୂଳିଆ ଅଞ୍ଚଳର ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର