Masthead

୨୪ ଘଣ୍ଟାରେ ୨ ହଜାର ପାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କାୟା ବିସ୍ତାର କରି ଚାଲିଛି କରୋନା ସଂକ୍ରମଣ । ଆଜି ରାଜ୍ୟରେ ୨ହଜାର ପାର କରିଛି କରୋନା ପଜିଟିଭ । ରାଜ୍ୟରେ ଆଉ ୨୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ ସେଣ୍ଟରରୁ ୧୩୧୪, ଲୋକାଲ୍ କେସ୍ ୯୫୩ ରହିଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦ୍ୱିତୀୟରେ ରହିଛି ଖୋର୍ଦ୍ଧା ଜିଲ୍ଲା । ଖୋର୍ଦ୍ଧାରୁ ୩୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଓ ବରଗଡରୁ ୧୨୦, କଟକରୁ ୧୧୭, ନବରଙ୍ଗପୁର ଓ ନୂଆପଡାରୁ ୧୦୪, ବଲାଙ୍ଗିର ୯୩, ଷ୍ଟେଟ ପୁଲ ୮୧, ପୁରୀ ଓ ଗଞ୍ଜାମରୁ ୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ବାଲେଶ୍ୱର ୬୭, ମୟୁରଭଞ୍ଜ ୬୦, ଝାରସୁଗୁଡା ଓ କେନ୍ଦୁଝର ୫୫, ଯାଜପୁରରୁ ୫୨, ଅନୁଗୁଳ ୪୮, ଜଗତସିଂହପୁର ୩୫, କଳାହାଣ୍ଡି ୩୪, ଗଜପତି ୩୧, ଭଦ୍ରକ ୨୮, ରାୟଗଡା ୨୭, ନୟାଗଡ ୧୯ ଚିହ୍ନଟ ହୋଇଛନ୍ତି।

ଦେଓଗଡ, କନ୍ଧାମାଳ, କୋରାପୁଟ ଓ କେନ୍ଦ୍ରାପଡାରୁ ୧୨ ଲେଖାଏଁ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ସୋନପୁର ୧୬, ଢେଙ୍କାନାଳ ୫, ମାଲକାନାଗିରି ୨ରହିଛି । ତେବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୫୫ହଜାର ୩୫୩ରେ ପହଂଚିଛି । ସେପଟେ ସୁସ୍ଥ ହେଲେଣି ୩ଲକ୍ଷ ୪୧ହଜାର ୧୨୩ ଜଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା