Masthead

ସୋର ଓ ବାଲେଶ୍ବର ମେଡିକାଲରେ ଆହତଙ୍କ ଭିଡ଼

ବାଲେଶ୍ବର(ବଡ଼ ଖବର ବ୍ୟୁରୋ): ଦୁର୍ଘଟଣା ପରେ କେତେ ଲୋକ ଆହତ ହୋଇଛନ୍ତି ଓ କେତେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି ଆକଳନ କରିବା କାଠିକର ପାଠ ଥିଲା । ଉଦ୍ଧାରକାରୀଙ୍କ ଅପେକ୍ଷା ଦେଖଣାହାରୀଙ୍କ ସଂଖ୍ୟା ବଢିବାରୁ ସମସ୍ୟା ସୃଷ୍ଟି ହୋଇଥିଲା । ବାଧ୍ୟ ହୋଇ ସ୍ଥାନୀୟ ପୋଲିସ ବାହାନଗା ଷ୍ଟେସନ୍ ବଜାରରେ ଭିଡ ନିୟନ୍ତ୍ରଣ କରିବା ସହ ଆମ୍ବୁଲାନ୍ସ ପାଇଁ ରାସ୍ତା ସଫା କରିଥିଲା ।

ମୃତାହତମାନଙ୍କୁ ପ୍ରଥମେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ମାତ୍ର ସଂଖ୍ୟା ଏତେ ଅଧିକ ହେଲା ଯେ, ବାଧ୍ୟ ହୋଇ ମୃତାହତମାନଙ୍କୁ ବାଲେଶ୍ୱର ଡାକ୍ତରଖାନା ନେବାକୁ ପଡିଲା । ସୋର ଟାଉନହଲରେ ମଧ୍ୟ ଚାଲିଲା ରୋଗୀସେବା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ