Masthead

 ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):

ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗରେ ସିଆର୍ପିଏଫ କର୍ମଚାରୀ ଗିରଫ । ଜଣାପଡିଛି ଯେ ୨୦୨୩ରୁ ସେ ଗୁପ୍ତଚର ଭାବେ କାମ କରିଆସୁଛନ୍ତି । ଆତଙ୍କବାଦ ବିରୋଧୀ ସଂସ୍ଥା ସୂଚନା ଦେଇଛି ଯେ, ପାକିସ୍ତାନ ଗୁଇନ୍ଦା ଅଧିକାରୀଙ୍କୁ ଗୁପ୍ତ ସୂଚନା ପ୍ରଦାନ କରିବା ଅଭିଯୋଗରେ ଜଣେ ସିଆର୍ପିଏଫ ଅଫିସରକୁ ଏନ୍ଆଇଏ ଗିରଫ କରିଛି । ତାଙ୍କ ନାମ ହେଉଛି ମୋତି ରାମ ଜାଟ । ସେ ଦୀର୍ଘ ୩ବର୍ଷ ହେବ ପିଆଇଓକୁ ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ଗୋପନୀୟ ସୂଚନା ସେୟାର କରୁଥିଲା ଏବଂ ଏଥିପାଇଁ ସେ ପାକିସ୍ତାନୀ ଅଧିକାରୀଙ୍କ ଠାରୁ ଫଣ୍ଡସ୍ ପାଉଥିଲା । ମୋତି ରାମଙ୍କୁ ଏନ୍ଆଇଏ ଦିଲ୍ଲୀରେ ଅଟକ ରଖି ପଚରାଉଚରା ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ