Masthead

ଜାମ୍ମୁକାଶ୍ମୀରେ ସିଆରପିଏଫ ଯବାନଙ୍କ ଗାଡ଼ି ର୍ଦୁଘଟଣା ଗ୍ରସ୍ତ

ଜାମ୍ମୁ କାଶ୍ମୀରରେ ସିଆରପିଏଫ ଯାନ ର୍ଦୁଘଟଣା ଗ୍ରସ୍ଥ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରରେ ସିଆରପିଏଫ ଯବାନଙ୍କ ଗାଡ଼ି ର୍ଦୁଘଟଣା ଗ୍ରସ୍ତ । ଜାମ୍ମୁ କାଶ୍ମୀରର ଉଧମପୁରରେ ଯବାନମାନଙ୍କୁ ଯାଉଥିବା ଏକ ଗାଡ଼ି ଗଭିର ଘାଇ ମଧ୍ୟକୁ ଖସି ପଡ଼ିଥିଲା । ଏହି ଯାନଟି ୨୩ ଜଣ ଯବାନଙ୍କୁ ନେଇ ବସନ୍ତଗଡ଼ରୁ ଫେରୁଥିବା ବେଳେ ଯାନଟି ର୍ଦୁଘଟଣାଗ୍ରସ୍ତ ହୋଇଛି । ଏହି ର୍ଦୁଘଟଣାରେ ୩ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଆହତ ଅଛନ୍ତି । ଆହତ ଯବାନ କମାଣ୍ଡ ହସ୍ପିଟାଲରେ ଚିକିତ୍ସତ ହେଉଛନ୍ତି ।

ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏହି ଘଟଣାକୁ ନେଇ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ ଡ଼ିସି ସାଲୋନିଙ୍କ ରାୟଙ୍କ ସହ କଥା ହୋଇଛନ୍ତି ଯିଏକି ଘଟିଥବା ର୍ଦୁଘଟଣାର ଅପଡ଼େଟ ଦେଉଛନ୍ତି । ଜାମ୍ମୁ କାଶ୍ମୀରର ଉପରାଜ୍ୟପାଳ ମନେଜ ସିହ୍ନା ର୍ଦୁଘଟଣାରେ ଶୋକ ପ୍ରକାଶ କରିବା ସହ ଆହାତ ଯବାନମାନଙ୍କୁ ସହାୟତା ଯୋଗାଇଦେବାକୁ ନିର୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ