Masthead

ନୃଶଂସ ସ୍ୱାମୀର ବର୍ବରକାଣ୍ଡ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ସ୍ତ୍ରୀର ତଣ୍ଟିକାଟି ହତ୍ୟାକଲା ସ୍ୱାମୀ । ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗରେ । ମୃତକ ହେଲେ ଇନ୍ଦିରା ପ୍ରିୟଦର୍ଶନୀ ମହାନ୍ତି । ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଥିବା ବେଳେ ସ୍ୱାମୀ ଫେରାର ଥିବା ଜଣାପଡିଛି । ଖବର ପାଇ ଟାଉନ ଥାନା ପୋଲିସ, ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇଛି ।

୨୦୦୫ ମସିହାରେ ଗୁରୁଜଙ୍ଗ କାର୍ତ୍ତିକ ପ୍ରଧାନଙ୍କୁ ଇନ୍ଦିରା ପ୍ରେମ ବିବାହ କରିଥିଲେ। କାର୍ତ୍ତିକ କିଛି ଦିନ ଶ୍ବଶୂର ଘରେ ରହୁଥିଲେ। ମୃତକଙ୍କ ମାମୁଁଙ୍କ ଅଭିଯୋଗ କ୍ରମେ ପୋଲିସ ଛାନଭିନ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ