Masthead

କୋଦଳାରେ ନୃଶଂସ ହତ୍ୟା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା କୋଦଳା ଖଦାଳ ସାହିରେ ଗୋଷ୍ଠୀ କନ୍ଦଳ । ଗୋଷ୍ଠୀ କନ୍ଦଳରୁ ହତ୍ୟାକାଣ୍ଡ । ମୃତ ଯୁବକ ହେଲେ କାଳୁ ଦାସ । ତାଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।

କୋଦଳା ଥାନା କୋଦଳା ଖଡାଳ ସାହିରେ ଘଟିଛି ଏକ ଅଭାବନୀୟ ଘଟଣା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କାଳୁଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା