Masthead

କ୍ରୁଜ ପାର୍ଟି ମାମଲା, ଏବେ ଟାର୍ଗେଟରେ ଇମତିଆଜ ଖତ୍ରି

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): କ୍ରୁଜରେ ଡ୍ରଗ୍ସ ପାର୍ଟି ମାମଲା । ଦିନକୁ ଦିନକୁ ବାହାରୁଛି ରୋଗକ ତଥ୍ୟ । ଆର୍ୟନ୍ ଖାନଙ୍କ ଗିରଫ ପରେ ଏବେ ଟାର୍ଗେଟରେ ଚଳଚ୍ଚିତ୍ର ନିର୍ମାତା ଇମତିଆଜ ଖତ୍ରି । ଖତ୍ରିଙ୍କ ଘର ଓ କାର୍ଯ୍ୟାଳୟରେ ଏନସିବି ଚଢାଉ କରିଛି । ପଚରାଉଚରା ପାଇଁ ତାଙ୍କୁ ଡ଼କାଯାଇଛି । ଏନସିବି ମୁମ୍ବାଇରେ ତାଙ୍କୁ ପଚରାଉଚରା ପାଇଁ ଡକାଯାଇଛି ।

ମୁମ୍ବାଇର ଅନେକ ବଡ କଳାକାରଙ୍କ ସହ ଇମତିଆଜଙ୍କର ସଂଯୋଗ ଅଛି । ମୁମ୍ବାଇର ଜଣେ ବଡ ବିଲଡରର ପୁଅ ଇମତିଆଜ ଡ୍ରଗ୍ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ