Masthead

ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ । ରେଳ ଜାଗା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି । ଆସନ୍ତାକାଲି ରାତି ୧୦ଟା ଯାଏଁ କର୍ଫ୍ୟୁ ଜାରି । ଆରଡ଼ ବଜାରରୁ ପରିବାର ବଜାର ପର୍ଯ୍ୟନ୍ତ କର୍ଫ୍ୟୁ । ହରିପୁରର ଦର୍ଜୀପୋଖରୀ ଠାରୁ ଫୁଲାଡ଼ି ଛକ ଯାଏଁ କର୍ଫ୍ୟୁ । ଅରଡ ବଜାରଠାରୁ ପରିବା ମାର୍କେଟ, ହରିପୁରଠାରୁ ଦର୍ଜି ପୋଖରୀ ଛକ, କଷ୍ମିଳା ପୋଲଠାରୁ ଫୁଲାଡି ଛକ, ନୁଆବଜାର ରେଳ ଫାଟକ ଓ ଗଳା ପୋଲଠାରୁ ନୂଆବଜାର ପରିବା ମାର୍କେଟର ଉଭୟେ ପାର୍ଶ୍ୱ ରାସ୍ତାରେ ବିଏନଏସର ଧାରା ୧୬୩ ଓ କର୍ଫ୍ୟୁ ଜାରି କରିଛି ଜିଲ୍ଲା ପ୍ରଶାସନ।

ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଭୋର ୪ଟାରୁ ରାତି ୧୦ଟା ଓ ଆସନ୍ତା କାଲି ଭୋର ୪ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଏହି କଟକଣା ଜାରୀ କରିଥିବା ସୂଚନା ଦେଇଛନ୍ତି ବାଲେଶ୍ଵର ଅତିରିକ୍ତ ଜିଲ୍ଲାପାଳ। ଉଚ୍ଛେଦ ବେଳେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆ ଯାଇଥିବା କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ। ସେଥିପାଇଁ ସକାଳୁ ସକାଳୁ ରେଳ ଲାଇନ କଡ଼ରେ ରହୁଥିବା ଲୋକମାନେ ଘରୁ ସେମାନଙ୍କ ଆସବାବପତ୍ର ଅନ୍ୟତ୍ର ନେବାରେ ଲାଗିପଡିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI