Masthead

ସମ୍ବଲପୁରରେ ରାତି ୧୦ ଯାଏଁ କର୍ଫ୍ୟୁ କୋହଳ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ କୋହଳ ହେଲା କଟକଣା । ରାତି ୧୦ ଯାଏଁ କର୍ଫ୍ୟୁକୁ କୋହଳ କରାଯାଇଛି । ଆଜିଠୁ ସକାଳ ୫ରୁ ରାତି ୧୦ ଯାଏଁ ସମସ୍ତ ଦୋକାନ ବଜାର ଖୋଲା ରହିବ । କେବଳ ରାତିରେ ୭ ଘଣ୍ଟା ଜାରି ରହିବ କଟକଣା । କଟକଣା ଯୋଗୁ ଉଠାଦୋକାନୀମାନେ ରାସ୍ତାରେ ବିକ୍ରି କରିପାରୁନଥିଲେ । ଫଳରେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ଅନେକ ସମସ୍ୟା ଭୋଗୁଥିଲେ । ସମ୍ବଲପୁର ଘଟଣାକୁ ୧୧ ଦିନ ବିତିଯାଇଥିଲେ ମଧ୍ୟ ସ୍ଥିତିରେ ସୁଧାର ଅବ୍ୟାହତ ରହିଛି । ଏପରି ସ୍ଥିତିରେ ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ କର୍ଫ୍ୟୁ କଟକଣା କୋହଳ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା