Masthead

ସମ୍ବଲପୁରରୁ ହଟିଲା କର୍ଫ୍ୟୁ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):   ସମ୍ବଲପୁରରୁ ହଟିଲା କର୍ଫ୍ୟୁ । ସମ୍ବଲପୁର ସହରରୁ ସଂପୂର୍ଣ୍ଣ ଭାବେ କର୍ଫ୍ୟୁ କଟକଣା ହଟିଛି । ଧନୁପାଲି ଥାନା ଓ ଟାଉନ ଥାନା ଅଞ୍ଚଳରୁ କର୍ଫ୍ୟୁକଟକଣା ଗତକାଲି ରାତି ୧୧ଟାରୁ ହଟିଛି । ଗତକାଲି ୪ ଥାନା ଅଞ୍ଚଳରୁ କର୍ଫ୍ୟୁ ହଟାଯାଇଥିଲା ।

ଅଇଁଠାପାଲି, କ୍ଷେତରାଜପୁର, ବରେଇପାଲି ଓ ସଦର ଥାନା ଅଞ୍ଚଳରୁ କର୍ଫ୍ୟୁ ହଟିଛି । ହନୁମାନ ଜୟନ୍ତୀ ବେଳେ ହୋଇଥିବା ହିଂସାକାଣ୍ଡ ପରେ ଲାଗିଥିଲା କର୍ଫ୍ୟୁ । ଦୀର୍ଘ ୧୪ ଦିନ ପରେ ସମ୍ବଲପୁର ସହରରୁ କର୍ଫ୍ୟୁକଟକଣା ସଂପୂର୍ଣ୍ଣ ହଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ