Masthead

ସମ୍ବଲପୁରରେ କର୍ଫ୍ୟୁ କୋହଳ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ କର୍ଫ୍ୟୁ କୋହଳ । କର୍ଫ୍ୟୁ କୋହଳ କଲା ଜିଲ୍ଲା ପ୍ରଶାସନା ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ କର୍ଫ୍ୟୁ କୋହଳ କରିଛନ୍ତି ସମ୍ବଲପୁର ଜିଲ୍ଲା ପ୍ରଶାସନ। ପୂର୍ବରୁ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ କର୍ଫ୍ୟୁ କୋହଳ କରାଯାଉଥିଲା । ଏହି ସମୟ ମଧ୍ୟରେ କୌଣସି ସ୍ଥାନରେ ଲୋକମାନେ ଏକାଠି ହୋଇପାରିବେ ନାହିଁ ।

ଧାର୍ମିକ ସ୍ଥଳରେ ମଧ୍ୟ ଏକତ୍ରିତ ହେବାକୁ କଟକଣା ଜାରି ହୋଇଛି । ଯେଉଁମାନେ ଏକତ୍ରିତ ହେବାକୁ ଅନୁମତି ପାଇଛନ୍ତି, ସେମାନେ ସୁନିୟନ୍ତ୍ରିତ ଟ୍ରାଫିକ ପରିଚାଳନାକୁ ନିଶ୍ଚିତ କରିବେ ବୋଲି ସମ୍ବଲପୁରୁ ଉପଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ସେପଟେ ଗତକାଲି ଠାରୁ ଇଣ୍ଟରନେଟ ସେବା ବନ୍ଦ ରହଛି। ତେବେ ପୂରା ଜିଲ୍ଲାରେ ବ୍ରଡ଼ବ୍ୟାଣ୍ଡ ଲିଜ ଲାଇନ କାମ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା