Masthead

ଶ୍ରୀମନ୍ଦିରରେ ପୁଣି ଫେରିପାରେ କଟକଣା

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ପୁଣି ଫେରିବ ରବିବାରିଆ ଦର୍ଶନ କଟକଣା । ସପ୍ତାହକୁ ଦିନେ ବନ୍ଦ ରହିପାରେ ଜଗା ଦର୍ଶନ । କରୋନା ସଂକ୍ରମଣକୁ ଦେଖି ଛତିଶା ନିଯୋଗ ବୈଠକରେ ଆସିଲା ପ୍ରସ୍ତାବ । ୨ଦିନ ମଧ୍ୟରେ ହୋଇପାରେ ଚୁଡାନ୍ତ ନିଷ୍ପତ୍ତି । ଆଗାମୀ ସପ୍ତାହରୁ ଏହି କଟକଣା ଲାଗିପାରେ । ତେବେ କରୋନା ସକ୍ରଂମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ବିଶୋଧନ ପାଇଁ ନିଷ୍ପତି ନିଆଯାଇଛି । ଏହି ଦିନ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ନିଷ୍ପତି ନେଇଛି ।

ଅନ୍ୟପଟେ ଦୋଳପୂର୍ଣମା ନୀତିକାନ୍ତି ବୈଠକରେ ମଧ୍ୟ ମୋହର ବାଜିଛି । ଦ୍ୱାର ଫିଟାରେ ବିଳମ୍ବ ଯୋଗୁଁ ନୀତି ବିଳମ୍ବ ହେଉଥିବାରୁ ଏଥର ଶିଘ୍ର ଦ୍ୱାରାଫିଟା ପାଇଁ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ଼. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଛତିଶାନିଯୋଗ ନାୟକ ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର ସମେତ ବିଭିନ୍ନ ନିଯୋଗର ସଭାପତି ସଂପାଦକ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି