ଆଫଗାନିସ୍ତାନରେ ସହଶିକ୍ଷାରେ କଟକଣା

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନରେ ତାଲିବାନର ବର୍ବରତା ବଢ଼ିଚାଲିଛି । ଭୟରରେ ଅନେକ ଦେଶବସୀ ଦେଶଛାଡ଼ି ଚାଲିଯାଉଛନ୍ତି । କିନ୍ତୁ ଏହାରି ଭିତରେ ଆସିଛି ତାଲିବାନୀଙ୍କ ଏକ ବଡ଼ ଘୋଷଣା । ଏବେ ମହିଳାଙ୍କୁ ପାଠପଢିବାର ମିଳିବ ସ୍ୱାଧିନତା । ତାଲିବାନର କାର୍ଯ୍ୟକାରୀ ଉଚ୍ଚଶିକ୍ଷା ମନ୍ତ୍ରୀ ଅବଦୁଲ ହକାନୀ ମହିଳାମାନଙ୍କ ବିଷୟରେ ଏହି ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ତାଲିବାନ ଶାସନରେ ଝିଅମାନେ ବିଶ୍ୱବିଦ୍ୟାଳୟରେ ପାଠ ପଢିପାରିବେ ।

କିନ୍ତୁ ପୁଅ ଏବଂ ଝିଅମାନଙ୍କର ଏକାଠି କ୍ଲାସ ଚାଲିବ ନାହିଁ । କେବଳ ସେତିକି ନୁହେଁ ମହିଳାମାନଙ୍କୁ ଅଧ୍ୟୟନ ପରେ କାମ କରିବାକୁ ମଧ୍ୟ ଅନୁମତି ଦିଆଯିବ । କାର୍ଯ୍ୟକାରୀ ଉଚ୍ଚଶିକ୍ଷା ମନ୍ତ୍ରୀ ଅବଦୁଲ ହକାନୀ ଝିଅମାନଙ୍କର ଶିକ୍ଷା ବିଷୟରେ ଆଲୋଚନା କରିଛନ୍ତି । ସେ କହିଛନ୍ତି ଯେ ଆଫଗାନିସ୍ତାନର ଲୋକମାନେ ଶାରିଆ ଆଇନ ଅନୁଯାୟୀ ଉଚ୍ଚଶିକ୍ଷା ଲାଭ କରିପାରିବେ । ବିଶ୍ୱବିଦ୍ୟାଳୟରେ ଝିଅମାନଙ୍କ ପାଇଁ ଅଲଗା କ୍ଲାସ ଚାଲିବ ବୋଲି ସେ କହିଛନ୍ତି । ସେମାନଙ୍କୁ ପୁଅମାନଙ୍କ ସହିତ ଅଧ୍ୟୟନ କରିବାକୁ ଦିଆଯିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!