Masthead

ମହାନବମୀରେ ଚଣ୍ଡିପାଠ

କଟକ (ବଡ଼ ଖବର ବ୍ୟୁରୋ): କଟକ ସଦର ଅଞ୍ଚଳରେ ୫୦ରୁ ଉର୍ଦ୍ଧ୍ଵ ପୂଜା ମଣ୍ଡପରେ ମା’ ଦୁର୍ଗାଙ୍କ ମୃଣ୍ମୟ ମୂର୍ତ୍ତୀ ପୂଜା ପାଉଛନ୍ତି । ଆଜି ମା’ଙ୍କ ମହାନବମୀ ପୂଜା ଅନୁଷ୍ଠିତ ହେଉଛି । ସକାଳ ୬.୦୫ ରୁ ୬.୨୨ ମଧ୍ୟେ ମହାନବମୀ ପୂଜା ଅନୁଷ୍ଠିତ ହୋଇଥିଲା । ପରେ ସପ୍ତଶତୀ ଚଣ୍ଡିପାଠ, ଆହୂତି, ପୁଷ୍ପାଞ୍ଜଳି ଓ କୁମାରୀ ପୂଜା କରାଯାଇଥିଲା । ବିଭିନ୍ନ ପୂଜା ମଣ୍ଡପରେ ମା’ଦୁର୍ଗା, ଶିବ ପାର୍ବତୀଙ୍କ ସହିତ ଲକ୍ଷ୍ମୀ ନାରାୟଣ ମୃଣ୍ମୟ ମୂର୍ତ୍ତି ବି ପୂଜା ପାଇଛନ୍ତି । ନୂଆପଡ଼ା, ଗୋପାଳପୁର, ତେଲେଙ୍ଗା ପେଣ୍ଠ, ଡ଼ାହାଳିଅ , ପ୍ରତାପ ନଗରୀ, ଭାଣପୁର, ବାଲିକୁଦା, ୪୨ ମୌଜା, କନ୍ଦରପୁର ଏବଂ କିଶନନଗର ଆଦି ଅଞ୍ଚଳରେ ୫୦ରୁ ଉର୍ଦ୍ଧ୍ଵ ମୃଣ୍ମୟ ମୂର୍ତ୍ତି ପୂଜା ପାଉଛନ୍ତି । କୋଭିଡ୍ ନିୟମ ଅନୁଯାୟୀ ପୂଜା ଚାଲିଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ