Masthead

ଜାନୁଆରୀରେ ଜିଲ୍ଲାପରିଷଦ ଭୋଟ

କଟକ (ବଡ଼ ଖବର ବ୍ୟୁରୋ ): ବିଧାନସଭା ଉପନିର୍ବାଚନ ସରିଲା । ଏବେ କଟକ ସଦର ଜୋନ ନଂ-୭ ଜିଲ୍ଲାପରିଷଦ ଉପନିର୍ବାଚନକୁ ନେଇ ନାନାଦି ପ୍ରଶ୍ନ ଲାଗି ରହିଛି । ୮ ଟି ପଞ୍ଚାୟତର ଭୋଟରମାନେ ଚାହିଁ ବସିଛନ୍ତି । କୋଭିଡ୍ ନିୟମକୁ ଦୃଷ୍ଟିରେ ରଖି ଶେଷ ମୁହୂର୍ତ୍ତରେ ନିର୍ବାଚନ ଆୟୋଗ ନିର୍ବାଚନକୁ ସ୍ଥଗିତ ରଖିଥିଲେ । ଆସନ୍ତା ୧୧ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକା ସଂଶୋଧନ କରାଯିବ ।ଏହାସହ ୩ଟି ୱାର୍ଡର ଭୋଟ ଗ୍ରହଣ କରାଯିବାର କାର୍ଯ୍ୟକ୍ରମ  ରହିଛି । ଜିଲ୍ଲାପରିଷଦ ସହିତ ୱାର୍ଡ ମେମ୍ବର ଭୋଟ ଗୋଟିଏ ଦିନରେ ହେଵ । ଡିପିଓଙ୍କ କହିବାନୁଯାୟୀ ଜାନୁଆରୀ ମାସରେ ହେବ ଭୋଟ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ