ଜାନୁଆରୀରେ ଜିଲ୍ଲାପରିଷଦ ଭୋଟ

କଟକ (ବଡ଼ ଖବର ବ୍ୟୁରୋ ): ବିଧାନସଭା ଉପନିର୍ବାଚନ ସରିଲା । ଏବେ କଟକ ସଦର ଜୋନ ନଂ-୭ ଜିଲ୍ଲାପରିଷଦ ଉପନିର୍ବାଚନକୁ ନେଇ ନାନାଦି ପ୍ରଶ୍ନ ଲାଗି ରହିଛି । ୮ ଟି ପଞ୍ଚାୟତର ଭୋଟରମାନେ ଚାହିଁ ବସିଛନ୍ତି । କୋଭିଡ୍ ନିୟମକୁ ଦୃଷ୍ଟିରେ ରଖି ଶେଷ ମୁହୂର୍ତ୍ତରେ ନିର୍ବାଚନ ଆୟୋଗ ନିର୍ବାଚନକୁ ସ୍ଥଗିତ ରଖିଥିଲେ । ଆସନ୍ତା ୧୧ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକା ସଂଶୋଧନ କରାଯିବ ।ଏହାସହ ୩ଟି ୱାର୍ଡର ଭୋଟ ଗ୍ରହଣ କରାଯିବାର କାର୍ଯ୍ୟକ୍ରମ  ରହିଛି । ଜିଲ୍ଲାପରିଷଦ ସହିତ ୱାର୍ଡ ମେମ୍ବର ଭୋଟ ଗୋଟିଏ ଦିନରେ ହେଵ । ଡିପିଓଙ୍କ କହିବାନୁଯାୟୀ ଜାନୁଆରୀ ମାସରେ ହେବ ଭୋଟ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’