Masthead

ନକଲି ଘିଅ କାରଖାନା ଠାବ

କଟକ(ବଡ଼ ଖବର ବ୍ୟୁରୋ): କଟକ ୪୨ମୌଜାର ଶ୍ରୀରାମପୁର ବଜାରରେ ଏକ ନକଲି ଘିଅ କାରଖାନା ଠାବ କରିଛି ପୋଲିସ । ଏହି କାରଖାନାରେ ଚଢଉ କରି ପୋଲିସ ଲକ୍ଷାଧ୍ଚଳ ଟଙ୍କାର ନକଲି ଘିଅ, ଘିଅ ତିଆରି ସାମଗ୍ରୀ ଜବତ କରିଛି । ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରିବା ସହ ତଦନ୍ତ ଜୋରଦାର କରିଛି । କିଛିଦିନ ଧରି ପୋଲିସ ଜଗତପୁର, ବିଦ୍ୟାଧରପୁର ଓ ଚୌଦ୍ୱାର ଅଞ୍ଚଳରେ ଚାଲିଥିବା ନକଲି ଖାଦ୍ୟ ସାମଗ୍ରୀ କାରଖାନାରେ ଚଢଉ କରିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ