Masthead

ଗୋଟେ ଦିନ ବଢିଲା କଟକ ବାଲିଯାତ୍ରା

https://youtube.com/live/UxxbcpVCxzM?feature=share

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି । ବାଲିଯାତ୍ରାରେ ବିପୁଳ ଜନସମାଗମ ହେଉଛି। କାର୍ତ୍ତିକ ପୂର୍ଣିମା ରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆଜି ଶେଷ ହେବାର ଥିଲା । କିନ୍ତୁ ଏହାକୁ ଆଉ ଗୋଟିଏ ବଢାଇ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା