Before Header

ଗୋଟେ ଦିନ ବଢିଲା କଟକ ବାଲିଯାତ୍ରା

0 635

https://youtube.com/live/UxxbcpVCxzM?feature=share

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି । ବାଲିଯାତ୍ରାରେ ବିପୁଳ ଜନସମାଗମ ହେଉଛି। କାର୍ତ୍ତିକ ପୂର୍ଣିମା ରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆଜି ଶେଷ ହେବାର ଥିଲା । କିନ୍ତୁ ଏହାକୁ ଆଉ ଗୋଟିଏ ବଢାଇ ଦିଆଯାଇଛି ।

Leave A Reply

Your email address will not be published.