Masthead

ଭୁବନେଶ୍ଵରୀ ବେଶରେ ଦର୍ଶନ ଦେଉଛନ୍ତି ମା’ କଟକ ଚଣ୍ଡୀ

କଟକ(ବଡ଼ ଖବର ବ୍ୟୁରୋ): କଟକର ସମସ୍ତ ଦେବୀ ପୀଠରେ ଚାଲିଛି ମା’ଙ୍କର ଷୋଡ଼ଶ ଉପଚାର ପୂଜା । ଶାରଦୀୟ ଦୁର୍ଗାପୂଜା ଅବସରରେ କଟକରେ ଥିବା ବିଭିନ୍ନ ଦେବୀ ପୀଠ ଗୁଡିକୁ ସଜାଯାଇଛି । ଶରତକାଳୀନ ଦୁର୍ଗାପୂଜାରେ ପ୍ରତିଦିନ ମା’ ନୂଆନୂଆ ବେଶରେ ସଜ୍ଜିତ ହୋଇଥାନ୍ତି । ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଥାନ୍ତି। ଏହି ଅବସରରେ କଟକ ମହାନଗରର ଆରାଧ୍ୟ ଅଧିଷ୍ଠାତ୍ରୀ ଦେବୀ ମା’ କଟକ ଚଣ୍ଡୀ ଗତକାଲି ଭୁବନେଶ୍ଵରୀ ବେଶରେ ଦର୍ଶନ ଦେଇଥିଲେ ।

ସେହିପରି ଅନ୍ୟତମ ଦେବୀ ମା’ ଗଡ଼ଚଣ୍ଡୀ ସୁନା ବେଶରେ ଦର୍ଶନ ଦେଇଥିଲେ । ତେବେ ମା’ଙ୍କର ଏହି ଦୁର୍ଲ୍ଲଭ ବେଶ ଦେଖିବାକୁ ମନ୍ଦିରରେ କୋଭିଡ କଟକଣାକୁ ପାଳନ କରି ଶ୍ରଦ୍ଧାଳୁ କରୁଛନ୍ତି ଦର୍ଶନ। ତେବେ ଆଜି କଟକଚଣ୍ଡୀ ଉଗ୍ରତାରା ବେଶ ଏବଂ ମା ଗଡ଼ଚଣ୍ଡୀ ହରଚଣ୍ଡୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ବିଶ୍ୱାସ ରହିଛି ଏହି ଷୋହଳ ଦିନ ଧରି ମା’ଙ୍କୁ ଦର୍ଶନ କରିଲେ ସମସ୍ତଙ୍କର ମନସ୍କାମନା ପୂରଣ ହୋଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ