Masthead

ନାବାଳିକା ଗଣଦୁଷ୍କର୍ମକୁ ମାସେ ପୂରିଥିଲେ ସୁଦ୍ଧା ପୋଲିସ ହାତ ଖାଲି

କଟକ (ବଡ଼ ଖବର ବ୍ୟୁରୋ): ନାବାଳିକା ଗଣଦୁଷ୍କର୍ମକୁ ମାସେ ପୂରିଥିଲେ ସୁଦ୍ଧା ପୋଲିସ ହାତ ଖାଲି । ସୂଚନା ମୁତାବକ ଗତ ଫେବୃଆରୀ ୧୪ରେ ମଧୁପାଟଣା ଥାନା ଅଞ୍ଚଳର ଏକ ୭ ବର୍ଷର ନାବାଳିକାକୁ ଗଣ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ୭ବର୍ଷ ଵୟସର ଜଣେ ନାବାଳିକା ଗତ ୧୪ ତାରିଖ ସକାଳେ ପୋପରଡା ଯାଉଥିବା ବେଳେ କିଛି ଦୁର୍ବୃତ୍ତ ତାକୁ ଉଠାଇ ନେଇ ଗଣଦୁଷ୍କର୍ମ କରିଥିଲେ । ଯାହାକୁ ନେଇ ପୀଡିତା ନାବାଳିକାଙ୍କ ପରିବାର ଲୋକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ ।

କିନ୍ତୁ ଦୀର୍ଘ ଏକ ମାସ ବିତିଯାଇଥିଲେ ସୁଦ୍ଧା ପୋଲିସ ହାତ ଖାଲି । ଦୁର୍ବୃତ୍ତଙ୍କୁ ଧରିବାରେ ବିଫଳ ହୋଇଛି ପୋଲିସ୍ । ଯେଉଁଥିପାଇଁ କିଛି ସାମାଜିକ ସଂଗଠନ ଓ ସଚେତନ ମହିଳା ମାନେ କଟକ ଡିସିପିଙ୍କୁ ଭେଟି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ଏପଟେ କଟକ ଅତିରିକ୍ତ ଡିସିପି ଅନିଲ ମିଶ୍ର କହିଛନ୍ତି ତଦନ୍ତ ଜାରି ରହିଛି । ସ୍ଥାନୀୟ ଏସିପି ଏହାର ତଦାରଖ ଦାୟିତ୍ବରେ ରହିଛନ୍ତି । ଖୁବଶୀଘ୍ର ଦୋଷୀ ମାନଙ୍କୁ ଧରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା